ଯିଶାଇୟ 5:9 - ପବିତ୍ର ବାଇବଲ9 ସର୍ବଶକ୍ତିମାନ ସଦାପ୍ରଭୁ ଏହା ମୋତେ କହିଲେ ଏବଂ ମୁଁ ଏହା ତାଙ୍କଠାରୁ ଶୁଣିଥିଲି, “ବର୍ତ୍ତମାନ ବହୁତ ଘର ଅଛି ମାତ୍ର ମୁଁ ପ୍ରତିଜ୍ଞା କରିଛି ସେ ସମସ୍ତ ଧ୍ୱଂସ ହେବ। ଯେଉଁ ସୁନ୍ଦର ଓ ବୃହତ୍ ଗୃହମାନ ଅଛି ସେ ସବୁ ନିବାସଶୂନ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, ନିଶ୍ଚୟ ଅନେକ ଗୃହ ଧ୍ଵଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ। Viz kapitolaଓଡିଆ ବାଇବେଲ9 ସୈନ୍ୟାଧିପତି ସଦାପ୍ରଭୁ ମୋ’ କର୍ଣ୍ଣରେ କହନ୍ତି, ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, “ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ। Viz kapitola |