ଯିଶାଇୟ 50:1 - ପବିତ୍ର ବାଇବଲ1 ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ପତ୍ର ଦ୍ଵାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା। Viz kapitolaଓଡିଆ ବାଇବେଲ1 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା। Viz kapitola |