ଯିଶାଇୟ 50:8 - ପବିତ୍ର ବାଇବଲ8 ଯେ ମୋତେ ଧର୍ମାଗ୍ଭରୀ କରନ୍ତି ସେ ମୋ’ ନିକଟବର୍ତ୍ତୀ। ତେଣୁ ମୋତେ କିଏ ବିରୋଧ କରିବ? ଆସ ଆମ୍ଭେମାନେ ଏକତ୍ର ଛିଡ଼ା ହେବା, କିଏ ମୋର ବିପକ୍ଷରେ ଯିବ ସେ ମୋ’ ନିକଟକୁ ଆସୁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀନ୍ତ କିଏ ମୋʼ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ? ସେ ମୋହର ନିକଟକୁ ଆସୁ। Viz kapitolaଓଡିଆ ବାଇବେଲ8 ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋ’ ସଙ୍ଗରେ ବିରୋଧ କରିବ ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ ? ସେ ମୋହର ନିକଟକୁ ଆସୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେ ମୋତେ ଧାର୍ମିକ କରନ୍ତି, ସେ ନିକଟବର୍ତ୍ତୀ; କିଏ ମୋʼ ସଙ୍ଗରେ ବିରୋଧ କରିବ? ଆସ, ଆମ୍ଭେମାନେ ଏକତ୍ର ଠିଆ ହେଉ; ମୋହର ବିପକ୍ଷ କିଏ? ସେ ମୋହର ନିକଟକୁ ଆସୁ। Viz kapitola |