ଯିଶାଇୟ 51:1 - ପବିତ୍ର ବାଇବଲ1 “ହେ ଧର୍ମାଗ୍ଭରୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ। ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଚ୍ଛେଦରୁ ଖୋଳା ହୋଇଥିଲ, ତାହା ପ୍ରତି ଦୃଷ୍ଟିପାତ କର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର। Viz kapitolaଓଡିଆ ବାଇବେଲ1 ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର। Viz kapitola |