ଯିଶାଇୟ 51:11 - ପବିତ୍ର ବାଇବଲ11 ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ, ଆନନ୍ଦ ଗାନ କରି ସିୟୋନରେ ଉପସ୍ଥିତ ହେବେ। ଚିର ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ। ସେମାନେ ଆନନ୍ଦ ଓ ଉଲ୍ଲାସ ପ୍ରାପ୍ତ ହେବେ ଏବଂ ଦୁଃଖ ଶୋକ ସୁଦୂରଗାମୀ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇଯିବ। Viz kapitolaଓଡିଆ ବାଇବେଲ11 ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ। Viz kapitola |