Online Bible

- Reklamy -




ଯିଶାଇୟ 51:19 - ପବିତ୍ର ବାଇବଲ

19 ଦୁଇଟି ବିଷୟ ତୁମ୍ଭ ପ୍ରତି ଘଟିଅଛି, ଶୂନ୍ୟତା ଓ ବିନାଶ ଏବଂ ଦୁର୍ଭିକ୍ଷ ଓ ‌‌ଖ‌ଡ଼୍‌ଗ। ତେଣୁ କିଏ ତୁମ୍ଭ ପାଇଁ ବିଳାପ କରିବ? କିଏ ତୁମ୍ଭକୁ ସାନ୍ତ୍ୱନା ଦେବ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛିନ୍ତ ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ଼୍‍ଗ; ଆମ୍ଭେ କିରୂପେ ତୁମ୍ଭକୁ ସାନ୍ତ୍ଵନା କରିବା?

Viz kapitola kopírovat

ଓଡିଆ ବାଇବେଲ

19 ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହି ଦୁଇ ବିଷୟ ତୁମ୍ଭ ପ୍ରତି ଘଟିଅଛି; ତୁମ୍ଭ ପାଇଁ କିଏ ବିଳାପ କରିବ? ଶୂନ୍ୟତା ଓ ବିନାଶ, ପୁଣି ଦୁର୍ଭିକ୍ଷ ଓ ଖଡ୍ଗ; ଆମ୍ଭେ କିପରି ତୁମ୍ଭକୁ ସାନ୍ତ୍ୱନା କରିବା?

Viz kapitola kopírovat




ଯିଶାଇୟ 51:19

Následuj nás:

Reklamy


Reklamy