ଯିଶାଇୟ 51:7 - ପବିତ୍ର ବାଇବଲ7 ତୁମ୍ଭେ ଯେଉଁମାନଙ୍କୁ ଯଥାର୍ଥ ଜାଣ। ଯେଉଁ ଲୋକମାନେ ମୋର ଶିକ୍ଷା ହୃଦୟରେ ଧରି ରଖନ୍ତି, ଦୟାକରି ମୋ’ କଥା ଶୁଣ, ତୁମ୍ଭେମାନେ ଦୁଷ୍ଟ ଲୋକଙ୍କ ଅପମାନରେ ଭୟଭୀତ ହୁଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ। Viz kapitolaଓଡିଆ ବାଇବେଲ7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ। Viz kapitola |