ଯିଶାଇୟ 52:1 - ପବିତ୍ର ବାଇବଲ1 ହେ ସିୟୋନ, ଉଠ, ଜାଗ, ଆପଣା ବଳ ପରିଧାନ କର। ହେ ପବିତ୍ର ନଗରୀ, ଯିରୁଶାଲମ! ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର। କାରଣ ଏହି ସମୟ ମଧ୍ୟରେ ତୁମ୍ଭ ମଧ୍ୟକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ। Viz kapitolaଓଡିଆ ବାଇବେଲ1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ। Viz kapitola |