ଯିଶାଇୟ 52:11 - ପବିତ୍ର ବାଇବଲ11 ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର। ବାବିଲରୁ ବାହାରି ଯାଅ, ଅଶୁଚି ବସ୍ତୁ ଛୁଅ ନାହିଁ। ତୁମ୍ଭେମାନେ ତା'ମଧ୍ୟରୁ ଗ୍ଭଲିଯାଅ। ହେ ସଦାପ୍ରଭୁଙ୍କ ଯାଜକଗଣ, ତୁମ୍ଭେମାନେ ଶୁଚି ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ। Viz kapitolaଓଡିଆ ବାଇବେଲ11 ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ। Viz kapitola |