ଯିଶାଇୟ 52:12 - ପବିତ୍ର ବାଇବଲ12 ତୁମ୍ଭେମାନେ ତରତର ହୋଇ ଯାଅ ନାହିଁ କିମ୍ବା ତୁମ୍ଭେମାନେ ପଳାତକପରି ପଳାୟନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ, ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ଅନୁସରଣ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ତୁମ୍ଭେମାନେ ତର ତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ଵର ତୁମ୍ଭମାନଙ୍କର ପଶ୍ଚାଦ୍ବର୍ତ୍ତୀ ହେବେ । Viz kapitolaଓଡିଆ ବାଇବେଲ12 କାରଣ ତୁମ୍ଭେମାନେ ତର ତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍ବର୍ତ୍ତୀ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ତୁମ୍ଭେମାନେ ତରତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍ବର୍ତ୍ତୀ ହେବେ। Viz kapitola |