Online Bible

- Reklamy -




ଯିଶାଇୟ 52:15 - ପବିତ୍ର ବାଇବଲ

15 ତେଣୁ ସେ ଅନେକ ଦେଶୀୟମାନଙ୍କୁ ଚମକାଇ ଦେବେ। ରାଜାମାନେ ତାଙ୍କ ସମ୍ମୁଖରେ ନିଜ ନିଜ ମୁଖ ବନ୍ଦ ରଖିବେ। କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ ତାହା ସେମାନେ ବୁଝିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ସେପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।

Viz kapitola kopírovat

ଓଡିଆ ବାଇବେଲ

15 ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।

Viz kapitola kopírovat




ଯିଶାଇୟ 52:15

Následuj nás:

Reklamy


Reklamy