Online Bible

- Reklamy -




ଯିଶାଇୟ 52:3 - ପବିତ୍ର ବାଇବଲ

3 ସଦାପ୍ରଭୁ ଏହି କଥା କୁହନ୍ତି, “ତୁମ୍ଭେମାନେ ବିନା ମୂଲ୍ୟରେ ବିବ୍ରତ ହୋଇଥିଲ, ଆଉ ବିନା ମୂଲ୍ୟରେ ମୁକ୍ତ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।

Viz kapitola kopírovat

ଓଡିଆ ବାଇବେଲ

3 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।

Viz kapitola kopírovat




ଯିଶାଇୟ 52:3

Následuj nás:

Reklamy


Reklamy