ଯିଶାଇୟ 53:10 - ପବିତ୍ର ବାଇବଲ10 ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ। Viz kapitolaଓଡିଆ ବାଇବେଲ10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ। Viz kapitola |