ଯିଶାଇୟ 54:11 - ପବିତ୍ର ବାଇବଲ11 “ହେ ଦୁଃଖିନୀ, ତୋଫାନ ବିଧ୍ୱସ୍ତ ଓ ସାନ୍ତ୍ୱନା ବିରହିତ ନଗରୀ! ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣିଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ଵନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ଵାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା। Viz kapitolaଓଡିଆ ବାଇବେଲ11 ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା। Viz kapitola |