Online Bible

- Reklamy -




ଯିଶାଇୟ 54:17 - ପବିତ୍ର ବାଇବଲ

17 “ତୁମ୍ଭ ବିପକ୍ଷରେ ନିର୍ମିତ କୌଣସି ଅସ୍ତ୍ର ସାର୍ଥକ ହେବ ନାହିଁ। ତୁମ୍ଭ ପ୍ରତିକୂଳରେ କହୁଥିବା ବ୍ୟକ୍ତି ଦୋଷୀ ବୋଲି ବିଗ୍ଭରିତ ହେବ।” ସଦାପ୍ରଭୁ କୁହନ୍ତି, “ଆମ୍ଭର ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ଧାର୍ମିକତା ଏହା ଅଟେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ଵା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି, ଏହା ସଦାପ୍ରଭୁ କହନ୍ତି।

Viz kapitola kopírovat

ଓଡିଆ ବାଇବେଲ

17 ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।

Viz kapitola kopírovat




ଯିଶାଇୟ 54:17

Následuj nás:

Reklamy


Reklamy