ଯିଶାଇୟ 54:6 - ପବିତ୍ର ବାଇବଲ6 “କାରଣ ତୁମ୍ଭ ପରମେଶ୍ୱର କୁହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା କିମ୍ବା ଯୌବନକାଳୀନ ପରିତ୍ୟକ୍ତା ଭାର୍ଯ୍ୟାପରି ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ତୁମ୍ଭ ପରମେଶ୍ଵର କହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ଵାନ କରିଅଛନ୍ତି। Viz kapitolaଓଡିଆ ବାଇବେଲ6 କାରଣ ତୁମ୍ଭ ପରମେଶ୍ୱର କହନ୍ତି, “ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ତୁମ୍ଭ ପରମେଶ୍ୱର କହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି। Viz kapitola |