ଯିଶାଇୟ 54:8 - ପବିତ୍ର ବାଇବଲ8 ଅତି କ୍ରୋଧରେ ନିମିଷକ ନିମିତ୍ତ ଆମ୍ଭର ମୁଖ ତୁମ୍ଭଠାରୁ ଲୁଗ୍ଭଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା।” ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ ଏହା କୁହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅତିଶୟ କୋପରେ ଆମ୍ଭେ ଏକ ନିମିଷମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତ- କାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା, ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି। Viz kapitolaଓଡିଆ ବାଇବେଲ8 ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା,” ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା, ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି। Viz kapitola |