ଯିଶାଇୟ 55:10 - ପବିତ୍ର ବାଇବଲ10 “ବୃଷ୍ଟି ଓ ହିମ ଯେପରି ଆକାଶରୁ ପୃଥିବୀକୁ ଆସେ, ପୁନର୍ବାର ଫେରି ଯାଏ ନାହିଁ; ମାତ୍ର ଭୂମିକୁ ସିକ୍ତ କରେ ଓ ତାକୁ ଫଳବତୀ ଓ ତୃଣ ଆଦି ଉତ୍ପନ୍ନ କରାଏ, କୃଷିକାରୀକୁ ବୀଜ ବପନ କରିବାରେ ସାହାଯ୍ୟ କରେ ଓ ଭୋଜନକାରୀକୁ ଶସ୍ୟ ଯୋଗାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରି ଯାଏ ନାହିଁ, ମାତ୍ର ଭୂମିକି ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକି ବୀଜ ଓ ଭୋଜନକାରୀକି ଭକ୍ଷ୍ୟ ଦିଏନ୍ତ Viz kapitolaଓଡିଆ ବାଇବେଲ10 ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରି ଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରିଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ; Viz kapitola |