ଯିଶାଇୟ 56:11 - ପବିତ୍ର ବାଇବଲ11 ସେମାନେ ପେଟୁ କୁକୁର ସଦୃଶ କେବେ ତୃପ୍ତ ହୁଅନ୍ତି ନାହିଁ। ଆଉ ମଧ୍ୟ ସେମାନେ ବିଗ୍ଭରଶୂନ୍ୟ ମେଷପାଳକ। ସେମାନେ ଗ୍ଭରିଆଡ଼ୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତିଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି। Viz kapitolaଓଡିଆ ବାଇବେଲ11 ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି। Viz kapitola |