ଯିଶାଇୟ 56:6 - ପବିତ୍ର ବାଇବଲ6 “କେତେକ ବିଦେଶୀୟ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଏବଂ ତାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି। ସେମାନେ ବିଶ୍ରାମ ଦିନ ପାଳନ କରି ତାହା ଅଶୁଚି କରନ୍ତି ନାହିଁ ଓ ସଦାପ୍ରଭୁଙ୍କର ଚୁକ୍ତି ଅବଲମ୍ବନ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍, ଯେଉଁମାନେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ଵନ କରନ୍ତି; Viz kapitolaଓଡିଆ ବାଇବେଲ6 ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍, ଯେଉଁମାନେ ବିଶ୍ରାମଦିନ ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍, ଯେଉଁମାନେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି; Viz kapitola |