Online Bible

- Reklamy -




ଯିଶାଇୟ 56:8 - ପବିତ୍ର ବାଇବଲ

8 ସଦାପ୍ରଭୁ ମୋର ପ୍ରଭୁ ଏହିସବୁ କହିଛନ୍ତି, “ଆମ୍ଭେ ଇସ୍ରାଏଲର ଦୂରିକୃତ ଲୋକମାନଙ୍କୁ ସଂଗ୍ରହ କରିବୁ ଓ ସେମାନଙ୍କ ବ୍ୟତୀତ ତାହା ନିକଟରେ ଥିବା ଅନ୍ୟ ଲୋକମାନଙ୍କୁ ସଂଗ୍ରହ କରିବୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।

Viz kapitola kopírovat

ଓଡିଆ ବାଇବେଲ

8 ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, “ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”

Viz kapitola kopírovat




ଯିଶାଇୟ 56:8

Následuj nás:

Reklamy


Reklamy