ଯିଶାଇୟ 57:13 - ପବିତ୍ର ବାଇବଲ13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ସେମାନେ ତୁମ୍ଭେ କାନ୍ଦିଲା ବେଳେ ତୁମ୍ଭକୁ ଉଦ୍ଧାର କରନ୍ତୁ। ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ। ଗୋଟିଏ ନିଃଶ୍ୱାସ ସେ ସମସ୍ତଙ୍କୁ ନେଇଯିବ। କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତରେ ଅଧିକାରୀ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ଵାସ ସେସମସ୍ତଙ୍କୁ ନେଇ ଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ। Viz kapitolaଓଡିଆ ବାଇବେଲ13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇ ଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ। Viz kapitola |