ଯିଶାଇୟ 57:14 - ପବିତ୍ର ବାଇବଲ14 ପୁଣି ସେ କହିବେ, “ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର। ଆମ୍ଭ ଲୋକମାନଙ୍କ ପଥରୁ ବାଧାବିଘ୍ନ ଦୂର କର।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, ସେ କହିବେ, ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର। Viz kapitolaଓଡିଆ ବାଇବେଲ14 ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।” Viz kapitola |