ଯିଶାଇୟ 57:17 - ପବିତ୍ର ବାଇବଲ17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କୃଦ୍ଧ ହୋଇ ତାହାକୁ ଆଘାତ କଲୁଁ, ଆମ୍ଭେ ନିଜର ମୁଖ ଲୁଗ୍ଭଇ କ୍ରୁଦ୍ଧ ହେଲୁ; ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଗ୍ଭଲିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା । Viz kapitolaଓଡିଆ ବାଇବେଲ17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା। Viz kapitola |