ଯିଶାଇୟ 57:2 - ପବିତ୍ର ବାଇବଲ2 ମାତ୍ର ସେମାନେ ଶାନ୍ତିରେ ପ୍ରବେଶ କରିବେ ଓ ଯେଉଁମାନେ ଧର୍ମ ନିଷ୍ଠାରେ ଗ୍ଭଲନ୍ତି, ସେମାନେ ନିଜର ଶଯ୍ୟାରେ ଶାନ୍ତିରେ ବିଶ୍ରାମ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ଶାନ୍ତିରେ ପ୍ରବେଶ କରେ; ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି। Viz kapitolaଓଡିଆ ବାଇବେଲ2 ସେ ଶାନ୍ତିରେ ପ୍ରବେଶ କରେ; ସରଳପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ଶାନ୍ତିରେ ପ୍ରବେଶ କରେ; ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି। Viz kapitola |