ଯିଶାଇୟ 57:20 - ପବିତ୍ର ବାଇବଲ20 ମାତ୍ର ଦୁଷ୍ଟମାନେ ତରଙ୍ଗାୟିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ ଓ ତାହାର ଜଳରେ ପଙ୍କ ଓ କାଦୁଅ ଉଠେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ। Viz kapitolaଓଡିଆ ବାଇବେଲ20 ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ। Viz kapitola |