ଯିଶାଇୟ 57:9 - ପବିତ୍ର ବାଇବଲ9 ତୁମ୍ଭେ ତୈଳ ନେଇ ରାଜା ନିକଟକୁ ଯାଇଅଛ ଓ ନିଜର ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ। ତୁମ୍ଭେ ଦୂର ଦେଶକୁ ନିଜର ଦୂତଗଣଙ୍କୁ ପଠାଇଅଛ ଓ ନିଜକୁ ପାତାଳ ପର୍ଯ୍ୟନ୍ତ ମୃତ୍ୟୁର ସ୍ଥାନ ହତଗର୍ବ କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି, ତୁମ୍ଭେ ତୈଳ ଘେନି ରାଜା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ। Viz kapitolaଓଡିଆ ବାଇବେଲ9 ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ। Viz kapitola |