ଯିଶାଇୟ 58:14 - ପବିତ୍ର ବାଇବଲ14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; “ପୁଣି ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥାନମାନଙ୍କରେ ଆରୋହଣ କରାଇବା ଆଉ ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା।” କାରଣ ସଦାପ୍ରଭୁଙ୍କ ମୁଖରୁ ଏହା ନିଃସୃତ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀ-ମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା : କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି। Viz kapitolaଓଡିଆ ବାଇବେଲ14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା : କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।” Viz kapitola |