ଯିଶାଇୟ 58:3 - ପବିତ୍ର ବାଇବଲ3 ସେମାନେ କୁହନ୍ତି, “ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ? ଆମ୍ଭେମାନେ କାହିଁକି ଆପଣା ପ୍ରାଣକୁ କ୍ଳେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ?” ମାତ୍ର ସଦାପ୍ରଭୁ କୁହନ୍ତି, “ଦେଖ, ତୁମ୍ଭେମାନେ ନିଜର ସୁଖପାଇଁ ଉପବାସ ଦିନ ଉପବାସ କରିଅଛ ଓ ବଳପୂର୍ବକ ନିଜର ଦାସମାନଙ୍କୁ କଷ୍ଟ ଦେଇଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେମାନେ କୁହନ୍ତି, ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ? ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଳେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ। Viz kapitolaଓଡିଆ ବାଇବେଲ3 ସେମାନେ କୁହନ୍ତି, “ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ ?” ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ। Viz kapitola |