Online Bible

- Reklamy -




ଯିଶାଇୟ 58:7 - ପବିତ୍ର ବାଇବଲ

7 ପୁଣି କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ତାଡ଼ିତ ଦୁଃଖୀ ଲୋକକୁ ନିଜ ଗୃହକୁ ଆଣିବାର, ଉଲଗ୍ନକୁ ଦେଖି ତାକୁ ବସ୍ତ୍ର ପିନ୍ଧାଇଦେବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ନିଜକୁ ନ ଲୁଗ୍ଭଇବାର, ଏହି ପ୍ରକାର ଉପବାସ ଆମ୍ଭେ କ’ଣ ମନୋନୀତ କରି ନାହୁଁ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?

Viz kapitola kopírovat

ଓଡିଆ ବାଇବେଲ

7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀ ଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?

Viz kapitola kopírovat




ଯିଶାଇୟ 58:7

Následuj nás:

Reklamy


Reklamy