Online Bible

- Reklamy -




ଯିଶାଇୟ 59:11 - ପବିତ୍ର ବାଇବଲ

11 ଆମ୍ଭେମାନେ ନ୍ୟାୟ ପାଇଁ ଭାଲୁପରି ଗର୍ଜନ କରୁ ଓ କପୋତ କରି ଅତିଶୟ ବିଳାପ କରୁ। ଆମ୍ଭେମାନେ ନ୍ୟାୟକୁ ଅପେକ୍ଷା କରୁ ମାତ୍ର ତାହା ନ ଥାଏ। ପୁଣି ପରିତ୍ରାଣକୁ ଅପେକ୍ଷା କରୁ ମାତ୍ର ତାହା ଆମ୍ଭଠାରୁ ଦୂରେଇ ଥାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି। ଯିହି. ୭:୧୬

Viz kapitola kopírovat

ଓଡିଆ ବାଇବେଲ

11 ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜ୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆମ୍ଭେ ସମସ୍ତେ ଭଲ୍ଲୁକର ନ୍ୟାୟ ଗର୍ଜ୍ଜନ କରୁ ଓ ଘୁଘୁ ପରି ଅତିଶୟ ବିଳାପ କରୁ; ଆମ୍ଭେମାନେ ବିଚାରର ଅପେକ୍ଷା କରୁ, ମାତ୍ର ତାହା ନାହିଁ; ପରିତ୍ରାଣର ଅପେକ୍ଷା କରୁ, ମାତ୍ର ତାହା ଆମ୍ଭମାନଙ୍କଠାରୁ ଦୂରରେ ଅଛି।

Viz kapitola kopírovat




ଯିଶାଇୟ 59:11

Následuj nás:

Reklamy


Reklamy