Online Bible

- Reklamy -




ଯିଶାଇୟ 59:13 - ପବିତ୍ର ବାଇବଲ

13 ଆମ୍ଭେମାନେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱସ୍ତ ହେବା। ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ୟା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ଵୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।

Viz kapitola kopírovat

ଓଡିଆ ବାଇବେଲ

13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।

Viz kapitola kopírovat




ଯିଶାଇୟ 59:13

Následuj nás:

Reklamy


Reklamy