ଯିଶାଇୟ 59:18 - ପବିତ୍ର ବାଇବଲ18 ସେ ପାପ କର୍ମର ପରିମାଣ ଅନୁସାରେ ସେମାନଙ୍କ ପ୍ରତି ଭୟଙ୍କର ହିଂସ୍ର ହେବେ। ଏବଂ ନିଜର ଶତ୍ରୁମାନଙ୍କୁ ଏକ ଶିକ୍ଷା ଦେବେ। ଆଉ ମଧ୍ୟ ଦ୍ୱୀପ ସମୂହକୁ ପ୍ରତିଫଳ ଦାନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ତ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ଵୀପସମୂହକୁ ପ୍ରତିଫଳ ଦାନ କରିବେ। Viz kapitolaଓଡିଆ ବାଇବେଲ18 ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ। Viz kapitola |