Online Bible

- Reklamy -




ଯିଶାଇୟ 59:5 - ପବିତ୍ର ବାଇବଲ

5 ସେମାନେ ବିଷଧର କାଳସର୍ପର ଅଣ୍ଡା ଫୁଟାନ୍ତି ଓ ବୁଢ଼ିଆଣୀର ଜାଲ ବୁଣନ୍ତି। ଯେକେହି ସେହି ଅଣ୍ଡା ଖାଏ ସେ ମୃତ୍ୟୁକୁ ଆମନ୍ତ୍ରଣ କରେ ଏବଂ ଯଦି ସେ ସେମାନଙ୍କୁ ଫୁଟାଏ, ସେଥିରୁ କାଳସର୍ପ ବାହାରେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ କାଳସର୍ପର ଡିମ୍ଵ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ଵ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।

Viz kapitola kopírovat

ଓଡିଆ ବାଇବେଲ

5 ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ କାଳସର୍ପର ଡିମ୍ବ ଫୁଟାନ୍ତି ଓ ମାକଡ଼ସାର ଜାଲ ବୁଣନ୍ତି; ଯେ ସେମାନଙ୍କର ଡିମ୍ବ ଖାଏ, ସେ ମରେ, ଆଉ ତାହା ଦଳିତ ହେଲେ ତହିଁରୁ କାଳସର୍ପ ବାହାର ହୁଏ।

Viz kapitola kopírovat




ଯିଶାଇୟ 59:5

Následuj nás:

Reklamy


Reklamy