ଯିଶାଇୟ 6:11 - ପବିତ୍ର ବାଇବଲ11 ତା'ପରେ ମୁଁ ସଦାପ୍ରଭୁଙ୍କୁ ପ୍ରଶ୍ନ କଲି, “ପ୍ରଭୋ! ମୁଁ କେତେକାଳ ଏହା କରିବି?” ସଦାପ୍ରଭୁ ଉତ୍ତର ଦେଲେ, “ଦେଶଗୁଡ଼ିକ ଧ୍ୱଂସ ପାଇବା ପର୍ଯ୍ୟନ୍ତ ଓ ଲୋକମାନେ ସମ୍ପୂର୍ଣ୍ଣ ଲୋପ ହେବା ପର୍ଯ୍ୟନ୍ତ ଏହା କର। ଯେପର୍ଯ୍ୟନ୍ତ ଗୋଟିଏ ହେଲେ ଲୋକ ଗୃହରେ ନ ଥିବା ପର୍ଯ୍ୟନ୍ତ ଓ ଦେଶ ସମ୍ପୂର୍ଣ୍ଣ ଜନଶୂନ୍ୟ ହେବା ପର୍ଯ୍ୟନ୍ତ ଏହା କରି ଗ୍ଭଲ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ତେବେ ମୁଁ କହିଲି, ହେ ପ୍ରଭୋ, କେତେ କାଳ ଯାଏ? ତହିଁରେ ସେ ଉତ୍ତର କଲେ, ଯେଯାଏ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ, Viz kapitolaଓଡିଆ ବାଇବେଲ11 ତେବେ ମୁଁ ପଚାରିଲି, “ହେ ପ୍ରଭୁ, କେତେ କାଳ ଯାଏ ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତେବେ ମୁଁ ପଚାରିଲି, “ହେ ପ୍ରଭୋ, କେତେ କାଳ ଯାଏ?” ତହିଁରେ ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ, Viz kapitola |