Online Bible

- Reklamy -




ଯିଶାଇୟ 6:13 - ପବିତ୍ର ବାଇବଲ

13 ମାତ୍ର ଏକ ଦଶମାଂଶ ଲୋକ ରହିବାକୁ ଅନୁମତି ପାଇବେ। ଏହି ଦଶମାଂସ ଲୋକ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ ଓ ଅନ୍ୟମାନେ ଧ୍ୱଂସ ପାଇବେ। ଏମାନେ ଅଲୋନଗଛ ସଦୃଶ ହେବେ। ଅଲୋନ ଗଛ ହଣା ହେଲା ପରେ ତା'ର ଗଣ୍ଡି ଯେପରି ସୁଦୃଢ଼ ରହେ, କର୍ତ୍ତିତ ବୃକ୍ଷର ଅବଶିଷ୍ଟାଂଶ ପବିତ୍ର ବୀଜ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ତି ରହେ; ସେପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ତିସ୍ଵରୂପ ଅଟେ।

Viz kapitola kopírovat

ଓଡିଆ ବାଇବେଲ

13 ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”

Viz kapitola kopírovat




ଯିଶାଇୟ 6:13

Následuj nás:

Reklamy


Reklamy