ଯିଶାଇୟ 6:7 - ପବିତ୍ର ବାଇବଲ7 ସେହି ସରାଫ ଦେବଦୂତ ସେହି ଉତ୍ତପ୍ତ ଅଙ୍ଗାର ସାହାଯ୍ୟରେ ମୋର ମୁଖକୁ ସ୍ପର୍ଶ କଲା। ତା'ପରେ ସେ କହିଲା, “ଦେଖ! ମୁଁ ଏହି ଜ୍ୱଳନ୍ତ ଅଙ୍ଗାରରେ ତୁମ୍ଭର ଓଷ୍ଠାଧରକୁ ସ୍ପର୍ଶ କଲି କାରଣ ଏହା ଦ୍ୱାରା ତୁମ୍ଭର ଅପରାଧ ଦୂରିଭୂତ ହେଲା ଓ ତୁମ୍ଭେ ପାପରୁ ମୁକ୍ତ ହେଲ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ସେ ତଦ୍ଦ୍ଵାରା ମୋର ମୁଖ ସ୍ପର୍ଶ କରି କହିଲେ, ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା। Viz kapitolaଓଡିଆ ବାଇବେଲ7 ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।” Viz kapitola |