ଯିଶାଇୟ 60:14 - ପବିତ୍ର ବାଇବଲ14 ଯେଉଁମାନେ ତୁମ୍ଭକୁ କଷ୍ଟ ଦେଇଥିଲେ ସେମାନଙ୍କର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହେବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସେମାନେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସେମାନେ ତୁମ୍ଭକୁ ‘ସଦାପ୍ରଭୁଙ୍କର ନଗରୀ ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ’ ବୋଲି ସମ୍ବୋଧନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ଵରୂପଙ୍କର ସିୟୋନ ବୋଲି ସମ୍ଵୋଧନ କରିବେ। Viz kapitolaଓଡିଆ ବାଇବେଲ14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ। Viz kapitola |