ଯିଶାଇୟ 60:15 - ପବିତ୍ର ବାଇବଲ15 “ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହୋଇଥିବାରୁ କେହି ତୁମ୍ଭ ମଧ୍ୟଦେଇ ଯାତାୟାତ କଲେ ନାହିଁ। ତା’ ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷାନୁକ୍ରମେ ଆନନ୍ଦସ୍ୱରୂପ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନ; କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ-ପରମ୍ପରାର ଆନନ୍ଦ ସ୍ଵରୂପ କରିବା। Viz kapitolaଓଡିଆ ବାଇବେଲ15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତ କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା। Viz kapitola |