Online Bible

- Reklamy -




ଯିଶାଇୟ 60:17 - ପବିତ୍ର ବାଇବଲ

17 “ଆମ୍ଭେ ପିତ୍ତଳ ପରିବର୍ତ୍ତେ ସୁବର୍ଣ୍ଣ, ଲୁହା ପରିବର୍ତ୍ତେ ରୌପ୍ୟ, କାଠ ପରିବର୍ତ୍ତେ ପିତ୍ତଳ ଓ ପ୍ରସ୍ତର ପରିବର୍ତ୍ତେ ଲୌହ ଆଣିବା। ମୁଁ ଶାସ୍ତି ବଦଳରେ ଶାନ୍ତି ଆଣିବି। ଲୋକମାନେ ତୁମ୍ଭମାନଙ୍କୁ କ୍ଷତି କରିବେ କିଛି ଲୋକେ ତୁମ୍ଭ ପାଇଁ ଉତ୍ତମ କାମ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକି ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।

Viz kapitola kopírovat

ଓଡିଆ ବାଇବେଲ

17 ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆମ୍ଭେ ପିତ୍ତଳର ପାଲଟେ ସୁବର୍ଣ୍ଣ ଆଣିବା ଓ ଲୁହାର ପାଲଟେ ରୂପା, କାଷ୍ଠର ପାଲଟେ ପିତ୍ତଳ ଓ ପ୍ରସ୍ତର ପାଲଟେ ଲୁହା ଆଣିବା; ଆହୁରି, ଆମ୍ଭେ ତୁମ୍ଭର ଅଧ୍ୟକ୍ଷ ପଦରେ ଶାନ୍ତିକୁ ଓ ତୁମ୍ଭର ଅଧିକାରୀ ପଦରେ ଧାର୍ମିକତାକୁ ନିଯୁକ୍ତ କରିବା।

Viz kapitola kopírovat




ଯିଶାଇୟ 60:17

Následuj nás:

Reklamy


Reklamy