ଯିଶାଇୟ 60:21 - ପବିତ୍ର ବାଇବଲ21 “ଆଉ ମଧ୍ୟ ତୁମ୍ଭର ସମସ୍ତ ଲୋକେ ଧାର୍ମିକ ହେବେ। ସେମାନେ ଅନନ୍ତକାଳ ଯାଏ ଦେଶ ଶାସନ କରିବେ। ମୋ’ ଗୌରବକୁ ଦେଖାଇବା ପାଇଁ ସେମାନେ ମୋ’ ଦ୍ୱାରା ଲଗା ହୋଇଥିବା ଗଛର ଫଳ ସଦୃଶ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନ; କାଳଯାଏ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି। Viz kapitolaଓଡିଆ ବାଇବେଲ21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି। Viz kapitola |