ଯିଶାଇୟ 60:6 - ପବିତ୍ର ବାଇବଲ6 ଅକଳନ ଓଟ, ତୁମ୍ଭକୁ ଆବୃତ କରିବ ଏବଂ ଯୁବ ଓଟମାନେ ତୁମ୍ଭ ପାଖକୁ ଶିବା ଏବଂ ଐଫା ଦେଶରୁ ଆସିବେ। ସେମାନେ ସୁବର୍ଣ୍ଣ ଓ ସୁବାସିତ ଧୂପ ଆଣିବେ ଏବଂ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅପାର ଉଷ୍ଟ୍ର, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ ଓ କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ। Viz kapitolaଓଡିଆ ବାଇବେଲ6 ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ। Viz kapitola |