ଯିଶାଇୟ 60:8 - ପବିତ୍ର ବାଇବଲ8 ଏମାନେ କିଏ, ଯେ କି ମେଘ ସଦୃଶ ଉଡ଼ି ଆସୁଛନ୍ତି ଓ ଉଡ଼ନ୍ତା କପୋତ ସଦୃଶ ନିଜ ନିଜ ଭାଡ଼ିକୁ ଉଡ଼ି ଆସୁଛନ୍ତି? Viz kapitolaପବିତ୍ର ବାଇବଲ (Re-edited) - (BSI)8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ? Viz kapitolaଓଡିଆ ବାଇବେଲ8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ? Viz kapitola |