ଯିଶାଇୟ 61:8 - ପବିତ୍ର ବାଇବଲ8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟ ବିଗ୍ଭରକୁ ଭଲ ପାଉ। ଆମ୍ଭେ ଅଧର୍ମ ଓ ଅପହରଣକୁ ଘୃଣା କରୁ। ଆଉ ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ଚୁକ୍ତି କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା । Viz kapitolaଓଡିଆ ବାଇବେଲ8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା। Viz kapitola |