Online Bible

- Reklamy -




ଯିଶାଇୟ 62:1 - ପବିତ୍ର ବାଇବଲ

1 ମୁଁ ସିୟୋନକୁ ଭଲ ପାଏ, ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ଯିରୁଶାଲମରେ ପ୍ରକଟ ନ ହୋଇଛି, ସେ ପର୍ଯ୍ୟନ୍ତ ଆମ୍ଭେ ତା’ ନିମନ୍ତେ ବିଶ୍ରାମ ନେବା ନାହିଁ। ପ୍ରଭାତରେ ଦୀପ୍ତି ଲାଭ କରିବା ପରି ମୁଁ ଯିରୁଶାଲମରେ ବିଜୟ ଗ୍ଭହେଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ଵଳ; ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।

Viz kapitola kopírovat

ଓଡିଆ ବାଇବେଲ

1 ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ।

Viz kapitola kopírovat




ଯିଶାଇୟ 62:1

Následuj nás:

Reklamy


Reklamy