ଯିଶାଇୟ 62:10 - ପବିତ୍ର ବାଇବଲ10 ତୁମ୍ଭେମାନେ ଅଗ୍ରସର ହୁଅ, ନଗରଦ୍ୱାର ମଧ୍ୟଦେଇ ଆଗେଇ ଆସ। ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର। ରାଜପଥ ଉଚ୍ଚକର। ପଥରୁ ପଥରଗୁଡ଼ିକୁ ବାହାର କରିଦିଅ ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ୱଜା ଉଡ଼ାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ଵାର ମଧ୍ୟ ଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ଵଜା ଉଠାଅ। Viz kapitolaଓଡିଆ ବାଇବେଲ10 ତୁମ୍ଭେମାନେ ଅଗ୍ରସର ହୁଅ, ନଗର ଦ୍ୱାର ମଧ୍ୟ ଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ୱାର ମଧ୍ୟଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ। Viz kapitola |