ଯିଶାଇୟ 62:11 - ପବିତ୍ର ବାଇବଲ11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ‘ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି; ଆଉ ଦେଖ, ତାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।’” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି। Viz kapitolaଓଡିଆ ବାଇବେଲ11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, “ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।” Viz kapitola |