ଯିଶାଇୟ 62:6 - ପବିତ୍ର ବାଇବଲ6 “ହେ ଯିରୁଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ କି ଦିନ କି ରାତି ନୀରବ ରହିବେ ନାହିଁ।” ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବେ ଓ ତୁମ୍ଭେମାନେ ନିଶ୍ଚିତ ତାଙ୍କର ପ୍ରତିଜ୍ଞା ସ୍ମରଣ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାଚ ନୀରବ ନୋହିବେ। Viz kapitolaଓଡିଆ ବାଇବେଲ6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ। Viz kapitola |