ଯିଶାଇୟ 63:10 - ପବିତ୍ର ବାଇବଲ10 ମାତ୍ର ସେମାନେ ସଦାପ୍ରଭୁଙ୍କ ବିପକ୍ଷରେ ବିଦ୍ରୋହ କଲେ ଓ ତାଙ୍କର ପବିତ୍ରଆତ୍ମାକୁ ଦୁଃଖିତ କଲେ। ତେଣୁ ସେ ସେମାନଙ୍କର ଶତ୍ରୁ ହୋଇଗଲେ ଓ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ। Viz kapitolaଓଡିଆ ବାଇବେଲ10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ। Viz kapitola |