ଯିଶାଇୟ 63:14 - ପବିତ୍ର ବାଇବଲ14 ଯେପରି ପଶୁପଲ ଉପତ୍ୟକାକୁ ଓହ୍ଲାଇ ଯାଆନ୍ତି ସେହିପରି ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ। ଏହିପରି ତୁମ୍ଭେ ନିଜ ନାମକୁ ଗୌରବାନ୍ୱିତ କରିବାକୁ ନିଜ ଲୋକମାନଙ୍କୁ ଗ୍ଭଳିତ କର। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ଵିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ। Viz kapitolaଓଡିଆ ବାଇବେଲ14 ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ। Viz kapitola |